କେତେ ପର୍'କାରେ ଗରିବ୍ ଦେଖ୍'ବୁ ନାଇଁ କରି ହୁଏ ଠାବ୍, ମନର ଗରିବ୍, ବିଚାରେ ଗରିବ୍ ଆର୍ ଗରିବ୍ ଆଏ କାର୍ ସ୍ବଭାବ୍ । ଧନର୍ ଗରିବ୍ ,ଗରିବ୍ ନୁହେ ତାର୍ ଧନର୍ ଖାଲି ଅଭାବ୍, ବେଭାର୍ ଟିକ୍'କ ବନେ ବୋଲି କରି ସବୁଠାନେ ତାର୍ ଭାବ୍ । ମନର୍ ଗରିବ୍ ଦୁଇ ପେଚିଆ ଉପ୍'ରେ ଉପ୍'ରେ ବନେ, ଭିତର କେ ଆର୍ କିଏ ଦେଖୁଛେ ଅହଙ୍କାର୍ ଥିବା ଘନେ । ବିଚାରେ ଗରିବ୍ ଅବିଚାର୍ ଥି ଏକ୍ ନମର୍ ରଜା । ଅଡ଼ୁଆ ଭିତରେ ଲୁକ୍'କୁ ପକେଇ ଦେଖ୍'ବା ଖାଲି ମଜା । ବେଭାରେ ଗରିବ୍ ଦୁର୍'ବେଭାର୍ କେ ନିଜର୍ ବୋଲି ଭାବେ , ଆର୍ ନୁକୋ କଥା କେ ଛି ଥୁ କରି ରହେସି ନିଜର୍ ଲାଭେ । ଆର୍ କେତେ ଯେ ଗରିବ୍ ଥିବେ ନାଇଁ ମିଲେ ତାର୍ ଧାର୍ , ନିଜେ ବନେ ଥିଲେ ସବୁ ବନେ ଇନେ ଇ କଥା ଟା ସାର୍ । ମୁନୁଷ୍ ଜୀବନ୍ ବଡ଼ା ଦୁର୍ଲଭ୍ ପୁଇଁନ୍ କଲେ ମିଲେ , ଧନ୍ ଥାଇ କରି ଗରିବ୍ ହେଲେ ଘାଣ୍ଟି ହେବୁ ଅର୍କଲେ । ©ଶ୍ରଦ୍ଧା...... #cloud ଗରିବ୍